Monday, May 20, 2024
37 C
Odisha

    ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସମନ: ଦିଲ୍ଲୀ ଅବକାରୀ ଦୁର୍ନିତୀ ମାମଲାରେ ଜେରା କରିବ ପ୍ରବର୍ତନ ନିର୍ଦ୍ଦେଶାଳୟ

    ଆଗକୁ ପଢନ୍ତୁ

    ପୁଣି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଇଡିର ସମନ । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ପଚରାଉଚରା ପାଇଁ ପ୍ରବର୍ତନ ନିର୍ଦ୍ଦେଶାଳୟ କେଜରିୱାଲଙ୍କୁ ସମନ ଜାରି କରିଛି । ଆସନ୍ତା ୨୧ ତାରିଖରେ ଇଡି କାର୍ଯ୍ୟାଳୟରେ ହାଜର ହେବାକୁ ଇଡି କହିଛି । ଗତ ନଭେମ୍ବରରେ ଇଡି କେଜରୀୱାଲଙ୍କୁ ସମନ କରିଥିଲା । କିନ୍ତୁ କେଜରିୱାଲ ହାଜର ହୋଇନଥିଲେ । ତଦନ୍ତକାରୀ ସଂସ୍ଥା ପୂର୍ବରୁ ସୁପ୍ରିମକୋର୍ଟରେ କହିଥିଲା ଯେ, କେଜରିୱାଲ ଆମ ଆଦମୀ ପାର୍ଟି ଲାଂଚ ନେଇଥିଲା । ଏହି ମାମଲାରେ ଇଡି ପୂର୍ବରୁ ଆପ ନେତା ମନିଷ ସିସୋଦିଆ, ସଞ୍ଜୟ ସିଂଙ୍କୁ ଗିରଫ କରିଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37 ° C
    37 °
    37 °
    33 %
    2.7kmh
    0 %
    Mon
    40 °
    Tue
    43 °
    Wed
    42 °
    Thu
    40 °
    Fri
    38 °

    ସମ୍ବନ୍ଧିତ