Tuesday, September 8, 2026
25.2 C
Odisha

    କଂଗ୍ରେସରୁ ସୁର ରାଉତରାୟ ୬ ବର୍ଷ ପାଇଁ ବହିଷ୍କୃତ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଦଳରେ ବିଶୃଙ୍ଖଳିତ କାର୍ଯ୍ୟ ପାଇଁ କଂଗ୍ରେସରୁ ସୁର ରାଉତରାୟଙ୍କୁ ବହିଷ୍କୃତ କରାଯାଇଛି। ତାଙ୍କୁ ଦଳରୁ ୬ ବର୍ଷ ପାଇଁ ବହିଷ୍କୃତ କରାଯାଇଛି। ସେ ଦଳ ବିରୋଧୀ କାର୍ଯ୍ୟରେ ନିୟୋଜିତ ଥିବା ଅଭିଯୋଗ ହୋଇଥିଲା। ଏହି ଖବର ନେଇ ସୁର କହିଛନ୍ତି ‘ ମୁଁ ଏହି ପଦକ୍ଷେପକୁ ହୃଦୟର ସହିତ ସ୍ବାଗତ କରୁଛି। ମୁଁ ଦଳ ପାଇଁ ପୂର୍ବପରି ନିଜର କାର୍ଯ୍ୟ ଜାରି ରଖିବି। ମୁଁ ଜୀବନର ଶେଷ ପର୍ଯ୍ୟନ୍ତ କଂଗ୍ରେସରେ ରହିବି। ମୋ ପୁଅ ପାଇଁ ମତେ ଦଳରୁ ବହିଷ୍କୃତ କରାଯାଇଛି। ମୋ ନାମରେ ମିଥ୍ୟା ପ୍ରଚାର କରାଯାଇଛି। ଏନେଇ ମୁଁ ହାଇକମାଣ୍ଡଙ୍କ ପାଖକୁ ଯିବି ବୋଲି ସୁର କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.2 ° C
    25.2 °
    25.2 °
    90 %
    1.5kmh
    96 %
    Tue
    25 °
    Wed
    31 °
    Thu
    30 °
    Fri
    27 °
    Sat
    29 °

    ସମ୍ବନ୍ଧିତ