Friday, September 18, 2026
25.4 C
Odisha

    ଓଏଏସ୍ ଦେବ ପ୍ରସାଦ ଦାଶଙ୍କ ଉପରୁ ନିଲମ୍ବନ ହଟିଲା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବରିଷ୍ଠ ପ୍ରଶାସକ ଓଏଏସ୍ ଦେବ ପ୍ରସାଦ ଦାଶଙ୍କ ଉପରୁ ଗୁରୁବାର ରାଜ୍ୟ ସରକାର ନିଲମ୍ବନ ହଟାଇଛନ୍ତି। ଏହା ସହିତ ସରକାର ତାଙ୍କୁ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗର ଯୁଗ୍ମସଚିବ ଭାବେ ଦାୟିତ୍ବ ପ୍ରଦାନ କରିଛନ୍ତି। ୨୦୧୮ ମେ’ ୨୮ରେ ଦେବ ପ୍ରସାଦଙ୍କୁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଜେଡ଼ି ସରକାର ନିଲମ୍ବିତ କରିଥିଲେ। ଦୀର୍ଘ ୫ ବର୍ଷରୁ ଅଧିକ ସମୟ ପରେ ଓଡିଶା ପ୍ରଶାସନିକ ଅଧିକାରୀଙ୍କ ଉପରୁ ମୁଖ୍ୟମନ୍ତ୍ରୀ ମହେନ ଚରଣ ମାଝୀଙ୍କ ବିଜେପି ସରକାର ନିଲମ୍ବନ ହଟାଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.4 ° C
    25.4 °
    25.4 °
    87 %
    1.2kmh
    100 %
    Fri
    25 °
    Sat
    31 °
    Sun
    31 °
    Mon
    29 °
    Tue
    30 °

    ସମ୍ବନ୍ଧିତ