Monday, March 16, 2026
24.8 C
Odisha

    ପୁଣି ରାଜରାସ୍ତାକୁ ଓହ୍ଲାଇଲେ ଶିକ୍ଷକ । ଏକାଧିକ ଦାବି ନେଇ ଲୋୟର ପିଏମଜିରେ ବିଶାଳ ସମାବେଶ

    ଆଗକୁ ପଢନ୍ତୁ

    ସରକାର ଦେଇଥିବା ପ୍ରତିଶ୍ରୁତି କାର୍ଯ୍ୟକାରୀ ନ କରିବା ପ୍ରତିବାଦରେ ପୁଣି ରାଜରାସ୍ତାକୁ ଓହ୍ଲାଇଛନ୍ତି ଓଷ୍ଟା ଶିକ୍ଷକ । ରାଜଧାନୀ ଲୋୟର ପିଏମଜିରେ ଓଷ୍ଟା ଶିକ୍ଷକଙ୍କ ବିଶାଳ ସମାବେଶ । ଆଜି ପର୍ଯ୍ୟନ୍ତ ଅନୁଦାନ ପାଇନଥିବା ବିଦ୍ୟାଳୟକୁ ଅନୁଦାନ ପ୍ରଦାନ କରିବା, ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟରୁ ଅବସର ନେଉଥିବା ଶିକ୍ଷକ ଓ କର୍ମଚାରୀଙ୍କୁ ଅବସରକାଳୀନ ସୁବିଧା ପ୍ରଦାନ କରିବା, ୨୨୬ ଓ ୩୯୯ ବିଦ୍ୟାଳୟକୁ ସପ୍ତମ ବେତନ ପ୍ରଦାନ କରିବା ଇତ୍ୟାଦି ଦାବିକୁ ସରକାର ବାରମ୍ବାର ପ୍ରତିଶ୍ରୁତି ଦେଇ ପାଳନ କରୁନଥିବାରୁ ଆଜି ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24.8 ° C
    24.8 °
    24.8 °
    53 %
    4kmh
    83 %
    Mon
    29 °
    Tue
    38 °
    Wed
    38 °
    Thu
    36 °
    Fri
    33 °

    ସମ୍ବନ୍ଧିତ