Saturday, March 14, 2026
35.3 C
Odisha

    ମାର୍ଚ୍ଚରେ ତାପମାତ୍ରା ୪୦ ଡିଗ୍ରି ଛୁଇଁବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ମାର୍ଚ୍ଚ ୯ ତାରିଖ ଠାରୁ ତାପମାତ୍ରା ୩ ରୁ ୪ ଡିଗ୍ରି ସେଲସିୟସ୍ ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି ଆଇଏମଡି ପୂର୍ବାନୁମାନ କରିଛି। ପାଣିପାଗ ବିଶେଷଜ୍ଞମାନେ ଏହା ମଧ୍ୟ ସତର୍କ କରାଇ ଦେଇଛନ୍ତି ଯେ, ଆଗାମୀ ୨ ସପ୍ତାହ ମଧ୍ୟରେ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା ରହିଛି।ପଶ୍ଚିମ ବାୟୁ ଉତ୍ତର ପଶ୍ଚିମ ଦିଗରେ ପ୍ରବାହିତ ହେବ ଏବଂ ଫଳସ୍ୱରୂପ ରାଜ୍ୟରେ ଥଣ୍ଡା ଲହରୀ ହ୍ରାସ ପାଇବ। ତାପମାତ୍ରା ବୃଦ୍ଧି ପାଇବ ଏବଂ ଓଡ଼ିଶାରେ ପ୍ରବଳ ଗରମ ହେବ।ଆଗାମୀ ଦିନରେ କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରି ସେଲସିୟସ ଛୁଇଁବ ବୋଲି ମଧ୍ୟ ଆଇଏମଡିର ଆଞ୍ଚଳିକ କେନ୍ଦ୍ର ପୂର୍ବାନୁମାନ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.3 ° C
    35.3 °
    35.3 °
    10 %
    0.5kmh
    0 %
    Sat
    38 °
    Sun
    38 °
    Mon
    38 °
    Tue
    37 °
    Wed
    37 °

    ସମ୍ବନ୍ଧିତ