Monday, September 14, 2026
25.9 C
Odisha

    TET ପାସ୍ କରିବା ଅବଧି ୨ ରୁ ୩ ବର୍ଷକୁ ବୃଦ୍ଧି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଟିଇଟି ପାସ୍ କରିନଥିବା ଶିକ୍ଷକଙ୍କ ପାଇଁ ଆଜି ଏକ ବଡ ଖବର ସାମ୍ନାକୁ ଆସିଛି। ଟିଇଟି ପାସ୍ କରିବା ଅବଧି ୨ ରୁ ୩ ବର୍ଷକୁ ବୃଦ୍ଧି କରାଯାଇଛି। ୨୦୨୮ ଅଗଷ୍ଟ ୩୧ ସୁଦ୍ଧା ଟିଇଟି କ୍ଲିୟର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଟିଇଟି ପାସ୍ କରିନଥିବା ଶିକ୍ଷକଙ୍କୁ ୩ ବର୍ଷ ମଧ୍ୟରେ କ୍ଲିୟର ପାଇଁ ନିର୍ଦ୍ଦେଶ ଥିବା ସହ ଦେଶର ସମସ୍ତ ଶିକ୍ଷକଙ୍କ ପାଇଁ ଏହା ବାଧ୍ୟତାମୂଳକ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଚିଠି ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    25.9 ° C
    25.9 °
    25.9 °
    82 %
    0.9kmh
    11 %
    Mon
    26 °
    Tue
    31 °
    Wed
    31 °
    Thu
    31 °
    Fri
    30 °

    ସମ୍ବନ୍ଧିତ