Tuesday, March 17, 2026
24.7 C
Odisha

    ବିଜେପି ବିରୋଧରେ ଅଭିଯୋଗ ଆଣିଲା ଆପ୍, ଜେପି ନଡ୍ଡାଙ୍କୁ ଗିରଫ କରିବାକୁ ଦାବି

    ଆଗକୁ ପଢନ୍ତୁ

    ସାମ୍ବାଦିକ ସମ୍ମିଳନୀ କରି ବିଜେପିକୁ ଘେରିଛି ଆପ୍ । ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମଦ ବ୍ୟବସାୟୀମାନେ ନିର୍ବାଚନୀ ବଣ୍ଡ ଜରିଆରେ ବିଜେପିକୁ ଟଙ୍କା ଦେଇଥିବା କହିଛନ୍ତି ଦିଲ୍ଲୀ ମନ୍ତ୍ରୀ ଆତିଶୀ । ଏବଂ ଏହି ମାମଲାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଗିରଫ କରିବାକୁ ଦାବି କରିଛି ଆପ୍ । ସେପଟେ ଏହାର ଜବାବ ରଖିଛି ଭାରତୀୟ ଜନତା ପାର୍ଟି । ଜଣେ ରାଜନେତା ହୋଇଥିବାରୁ ଓ ଆଗକୁ ନିର୍ବାଚନ ଥିବାରୁ ଆପଣ ଦୁର୍ନୀତି କଲେ ବି ତଦନ୍ତକାରୀ ସଂସ୍ଥା ଏହାର ଯାଂଚ ନକରୁ ବୋଲି ଆପଣ ଚାହୁଁଛନ୍ତି, ଏହା କଣ ଗଣତନ୍ତ୍ର କି ବୋଲି ପ୍ରଶ୍ନ କରିଛନ୍ତି ବିଜେପି ମୁଖପାତ୍ର ସମ୍ବିତ ପାତ୍ର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    heavy intensity rain
    24.7 ° C
    24.7 °
    24.7 °
    54 %
    5.2kmh
    39 %
    Tue
    26 °
    Wed
    35 °
    Thu
    36 °
    Fri
    35 °
    Sat
    34 °

    ସମ୍ବନ୍ଧିତ