Friday, August 21, 2026
24.5 C
Odisha

    ଟ୍ରଲରକୁ ପଛରୁ ଧକ୍କା ଦେଲା କାର, ପୋଲ ତଳକୁ ଖସିପଡ଼ିଥିବା ଯାତ୍ରୀଙ୍କ ମୃତ୍ୟୁ

    ଆଗକୁ ପଢନ୍ତୁ

    ସୁନ୍ଦରଗଡ଼ ଟାଉନ ଥାନା ରାଣୀ ବଗିଚା ବାଇପାସ୍ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରଲରକୁ ପଛରୁ ଧକ୍କା ଦେଲା କାର୍ । ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭର ଗୁରୁତର ଅବସ୍ଥାରେ କାର ଭିତରେ ଚାପି ହୋଇ ରହିଥିଲେ । ଅଗ୍ନିଶମ ବାହିନୀ କର୍ମଚାରୀ ପହଂଚି ଉଦ୍ଧାର କରିବା ସହ ଗୁରୁତର ବ୍ୟକ୍ତିଙ୍କୁ ଡାକ୍ତରଖାନାରେ ଭର୍ତି କରିଛନ୍ତି । କାରଟି ରାଉରକେଲାରୁ ଦ୍ରୁତ ଗିରେ ଆସୁଥିବା ବେଳେ ଟ୍ରଲରକୁ ପଛରୁ ଧକ୍କା ଦେଇଥିଲା । ଫଳରେ ପଛରେ ବସିଥିବା ବ୍ୟକ୍ତି କାରରୁ ବାହାରି ପୋଲ ତଳକୁ ଖସିପଡ଼ିଥିଲେ । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24.5 ° C
    24.5 °
    24.5 °
    92 %
    1.2kmh
    77 %
    Fri
    30 °
    Sat
    26 °
    Sun
    26 °
    Mon
    26 °
    Tue
    31 °

    ସମ୍ବନ୍ଧିତ