Wednesday, January 21, 2026
15.3 C
Odisha

    ଗଛରେ ପିଟି ହୋଇ ଜଳିଗଲା କାର. ଜଣେ ମୃତ, ୩ ଗୁରୁତର

    ଆଗକୁ ପଢନ୍ତୁ

    ନୟାଗଡ଼ ଜାମୁସାହି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗଛରେ ପିଟି ହୋଇ ଜଳିଗଲା କାର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି ।ଛତିଶଗଡ଼ ଅଞ୍ଚଳର ୪ଜଣ ଯୁବକ ପୁରୀ ଜଗନ୍ନାଥ ଦର୍ଶନ ପାଇଁ ଆସୁଥିବା ବେଳେ ଅଧା ବାଟରେ ଘଟିଛି ଦୁର୍ଘଟଣା । ଘଟଣା ସ୍ଥଳରେ ପୋଲିସ ପହଂଚି ସ୍ଥାନୀୟ ଲୋକଙ୍କ ସାହାର୍ଯ୍ୟରେ କାର ଭିତରୁ ଆହତଙ୍କୁ ବାହାର କରିଥିଲେ । ସେମାନଙ୍କୁ ପ୍ରଥମେ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଥିଲା । ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିଲେ । ସକାଳେ କୁହୁଡ଼ି ପାଇଁ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    15.3 ° C
    15.3 °
    15.3 °
    58 %
    2kmh
    0 %
    Wed
    30 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ