Wednesday, March 25, 2026
36.9 C
Odisha

    ମୁଖ୍ୟମନ୍ତ୍ରୀଙ୍କ ୪ ଦିନିଆ ହରିଆଣା ଓ ମୁମ୍ବାଇ ଗସ୍ତ

    ଆଗକୁ ପଢନ୍ତୁ

    ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚାରି ଦିନିଆ ହରିଆଣା ଓ ମୁମ୍ବାଇ ଗସ୍ତ । ଆସନ୍ତାକାଲି ଚଣ୍ଡିଗଡ଼ରେ ନବ ଗଠିତ ହରିଆଣା ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ସେ ଯୋଗଦେବେ । ଅପରାହ୍ନରେ ଚଣ୍ଡିଗଡ ଠାରେ ଏନ୍.ଡି.ଏ. ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

    ଚଣ୍ଡିଗଡ଼ ପରେ ମୁଖ୍ୟମନ୍ତ୍ରୀ ମୁମ୍ବାଇ ଗସ୍ତରେ ଯାଇ ୧୮ ତାରିଖ ଦିନ ଇଣ୍ଡିଆନ କେମିକାଲସ ଆଣ୍ଡ ପେଟ୍ରୋକେମିକାଲସ କ୍ଷେତ୍ରରେ ସମ୍ଭାବନା ସମ୍ବନ୍ଧିତ ଏକ ସମ୍ମିଳନୀରେ ଯୋଗ ଦେବେ । ୧୮ ତାରିଖ ଅପରାହ୍ନରେ ଓ ୧୯ ତାରିଖ ସକାଳେ ସେ ମୁମ୍ବାଇର ହୋଟେଲ ଓବେରେଇରେ ଆଗାମୀ ‘ମେକ ଇନ ଓଡିଶା ’ ପାଇଁ ‘ନିବେଶକ ସମ୍ମିଳନୀ’ରେ ଯୋଗଦେବେ । ୧୯ ତାରିଖ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିଆସିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    36.9 ° C
    36.9 °
    36.9 °
    19 %
    3.6kmh
    13 %
    Wed
    37 °
    Thu
    38 °
    Fri
    40 °
    Sat
    39 °
    Sun
    41 °

    ସମ୍ବନ୍ଧିତ