Monday, November 24, 2025
20.3 C
Odisha

    ୨୮ ତାରିଖ ସୁଦ୍ଧା ଆସିପାରେ କଂଗ୍ରେସ ପ୍ରାର୍ଥୀ ତାଲିକା

    ଆଗକୁ ପଢନ୍ତୁ

    ସେପଟେ ୧୮୩ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଥିଲେ ମଧ୍ୟ ଓଡ଼ିଶାର ଜଣେ ବି ପ୍ରାର୍ଥୀଙ୍କ ନାମ ଘୋଷଣା କରିନାହିଁ ଦଳ । ତେବେ ଜଟଣୀ ବିଧାୟକ ସୁର ରାଉତରାୟ କହିଛନ୍ତି ଯେ ୮୦ ପ୍ରତିଶତ ଟିକେଟ ଫାଇନାଲ ସରିଛି । ତାଲିକାରେ ଯୁବକ ଯୁବତୀଙ୍କୁ ଦିଆଯାଇଛି ଅଧିକ ପ୍ରାଧାନ୍ୟ । ଆଉ ୨୮ ତାରିଖ ସୁଦ୍ଧା କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା ହେବାର ସମ୍ଭାବନା ରହିଥିବା କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    20.3 ° C
    20.3 °
    20.3 °
    60 %
    0.6kmh
    66 %
    Mon
    20 °
    Tue
    27 °
    Wed
    26 °
    Thu
    25 °
    Fri
    25 °

    ସମ୍ବନ୍ଧିତ