Tuesday, October 13, 2026
22.2 C
Odisha

    ୨୮ ତାରିଖ ସୁଦ୍ଧା ଆସିପାରେ କଂଗ୍ରେସ ପ୍ରାର୍ଥୀ ତାଲିକା

    ଆଗକୁ ପଢନ୍ତୁ

    ସେପଟେ ୧୮୩ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଥିଲେ ମଧ୍ୟ ଓଡ଼ିଶାର ଜଣେ ବି ପ୍ରାର୍ଥୀଙ୍କ ନାମ ଘୋଷଣା କରିନାହିଁ ଦଳ । ତେବେ ଜଟଣୀ ବିଧାୟକ ସୁର ରାଉତରାୟ କହିଛନ୍ତି ଯେ ୮୦ ପ୍ରତିଶତ ଟିକେଟ ଫାଇନାଲ ସରିଛି । ତାଲିକାରେ ଯୁବକ ଯୁବତୀଙ୍କୁ ଦିଆଯାଇଛି ଅଧିକ ପ୍ରାଧାନ୍ୟ । ଆଉ ୨୮ ତାରିଖ ସୁଦ୍ଧା କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା ହେବାର ସମ୍ଭାବନା ରହିଥିବା କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.2 ° C
    22.2 °
    22.2 °
    80 %
    1.2kmh
    23 %
    Mon
    22 °
    Tue
    30 °
    Wed
    30 °
    Thu
    30 °
    Fri
    31 °

    ସମ୍ବନ୍ଧିତ