Tuesday, August 12, 2025
26.9 C
Odisha

    ପୁଣି ଘୁଞ୍ଚିଲା ଭିନେଶ ଫୋଗାଟଙ୍କ ଶୁଣାଣି । ଅଗଷ୍ଟ ୧୬ରେ ଆସିବ କୋର୍ଟଙ୍କ ଫଇସଲା

    ଆଗକୁ ପଢନ୍ତୁ

    ପୁଣି ଘୁଞ୍ଚିଲା ଭିନେଶ ଫୋଗାଟଙ୍କ ଶୁଣାଣି । ଆସନ୍ତା ଅଗଷ୍ଟ ୧୬ ତାରିଖରେ ଭିନେଶ ଫୋଗାଟଙ୍କ ଶୁଣାଣି କରିବେ କୋର୍ଟ । ତେବେ ଆଜି ଭିନେଶ ଫୋଗାଟଙ୍କ ମାମଲାରେ ଶୁଣାଣି କରିଥାନ୍ତେ କୋର୍ଟ ଅଫ୍ ଆର୍ବିଟ୍ରେସନ୍ ଫର ସ୍ପୋର୍ଟ୍ସ ବା କ୍ୟାସ୍ । ହେଲେ ବର୍ତ୍ତମାନ ଏହାକୁ ଘୁଞ୍ଚାଇ ଦିଆଯାଇଛି । ସୂଚନାଯୋଗ୍ୟ ଯେ, ଏଥର ଅଲିମ୍ପିକ୍ସରେ ୫୦ କେଜି ବର୍ଗ କୁସ୍ତିରେ ଫାଇନାଲରେ ପହଞ୍ଚିଥିଲେ ଭାରତର କୁସ୍ତିଯୋଦ୍ଧା ଭିନେଶ ଫୋଗାଟ୍ । ହେଲେ ଫାଇନାଲ ପୂର୍ବରୁ କିନ୍ତୁ ତାଙ୍କୁ ଅଯୋଗ୍ୟ ଘୋଷିତ କରାଯାଇଥିଲା । ଧାର୍ୟ୍ୟ ଓଜନଠାରୁ ତାଙ୍କ ଓଜନ ୧୦୦ ଗ୍ରାମ ଅଧିକ ଥିବାରୁ ତାଙ୍କୁ ଫାଇନାଲ ଖେଳିବାକୁ ଦିଆଯାଇନଥିଲା । ଏହାପରେ ଭିନେଶ ଏହି ମାମଲାରେ କୋର୍ଟ ଅଫ୍ ଆର୍ବିଟ୍ରେସନ୍ ଫର ସ୍ପୋର୍ଟ୍ସକୁ ଯାଇଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.9 ° C
    26.9 °
    26.9 °
    81 %
    0.6kmh
    98 %
    Tue
    27 °
    Wed
    30 °
    Thu
    29 °
    Fri
    31 °
    Sat
    29 °

    ସମ୍ବନ୍ଧିତ