Tuesday, October 6, 2026
23.8 C
Odisha

    ବାଦ୍ ପଡିଥିବା ମହିଳା ପାଇବେ ସୁଭଦ୍ରା ଟଙ୍କା । ଆସିଲା ନୂଆ ଗାଇଡଲାଇନ୍

    ଆଗକୁ ପଢନ୍ତୁ

    ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ଆବେଦନକାରୀଙ୍କୁ ପୁଣି ଥରେ ଯୋଜନାରେ ସାମିଲ ପାଇଁ ଉଦ୍ୟମ ଆରମ୍ଭ ହୋଇଛି । ଏଥିପାଇଁ ସରକାର ଏକ ନୋଡାଲ ଏଜେନ୍ସି ଗଠନ କରିଛନ୍ତି । ନଭେମ୍ବର ଓ ଡିସେମ୍ବରରେ ପର୍ଯ୍ୟାୟକ୍ରମେ ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟଟଙ୍କା ଦେବାକୁ ସ୍ପଷ୍ଟ କରିଛନ୍ତି ସରକାର । ସୁଭଦ୍ରା ଯୋଜନାରେ ଏକ କୋଟିରୁ ଅଧିକ ମହିଳା ଆବେଦନ କରିଥିବା ବେଳେ ବର୍ଷ ଶେଷ ସୁଦ୍ଧା ୧ କୋଟିରୁ ଅଧିକ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସ୍ପଷ୍ଟ କରିଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଅଥାର୍ତ ଆବେଦନ କରିଥିବା ମହିଳାଙ୍କ ମଧ୍ୟରୁ ପ୍ରାୟତଃ ସମସ୍ତଙ୍କୁ ଏହି ଯୋଜନାର ମିଳିବ ଲାଭ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.8 ° C
    23.8 °
    23.8 °
    87 %
    1.5kmh
    1 %
    Tue
    23 °
    Wed
    31 °
    Thu
    31 °
    Fri
    30 °
    Sat
    30 °

    ସମ୍ବନ୍ଧିତ