Friday, February 27, 2026
32.5 C
Odisha

    ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡା ନୀତି । ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

    ଆଗକୁ ପଢନ୍ତୁ

    ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ସୋମବାର ଚୈତ୍ର-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହୋଇଥାଏ । ସଂଧ୍ୟା ୬ଟାରୁ ରାତି ୧୦ଟା ମଧ୍ୟରେ ଏହି ନୀତି ଅନୁଷ୍ଠିତ ହେବାକୁ ଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ଦଇତାପତି ସେବକମାନେ ଠାକୁରଙ୍କ ଏହି ସେବା କରିଥାନ୍ତି । ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି ପାଳନ କରାଯାଇଥାଏ । ମହାପ୍ରଭୁଙ୍କ ଏହା ହେଉଛି ଏକ ଗୁପ୍ତ ନୀତି । ବର୍ଷକୁ ଦୁଇରୁ ତିନି ଥର ଏହି ନୀତି ସମ୍ପାଦନ କରାଯାଏ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32.5 ° C
    32.5 °
    32.5 °
    14 %
    4kmh
    0 %
    Fri
    33 °
    Sat
    35 °
    Sun
    37 °
    Mon
    37 °
    Tue
    38 °

    ସମ୍ବନ୍ଧିତ