Wednesday, September 30, 2026
22.9 C
Odisha

    ମନ୍ତ୍ରୀମାନଙ୍କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । କେଉଁ ବିଭାଗରେ କେମିତି ଚାଲିବ କାମ ସେ ନେଇ ହେଉଛି ଆଲୋଚନା

    ଆଗକୁ ପଢନ୍ତୁ

    ମନ୍ତ୍ରୀ ମାନଙ୍କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଚାଲିଛି ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ ରାଜ୍ୟ ଅତିଥି ଭବନରେ ଏହି ବୈଠକ ଜାରି ରହିଛି। ବୈଠକରେ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଅନେକ ବିଭାଗର ମନ୍ତ୍ରୀ ମାନେ ଉପସ୍ଥିତ ଅଛନ୍ତି। ଆଗକୁ ବିଭାଗ ୱାରି କିଭଳି କାମ କରାଯିବ ସେନେଇ ଆଲୋଚନା କରାଯାଉଛି। ୧୦୦ ଦିନିଆ କାର୍ଯ୍ୟ ଖସଡ଼ା ନେଇ ଆଲୋଚନା ଜାରି ରହିଥିବା ଜଣାପଡ଼ିଛି। ଦିଲ୍ଲୀରୁ ଫେରିବା ପରେ ମନ୍ତ୍ରୀ ମାନଙ୍କୁ ନେଇ ମୁଖ୍ୟମନ୍ତ୍ରୀ ଏହି ବୈଠକ କରୁଥିବା ବେଳେ ଏଥିରେ ସ୍ବାସ୍ଥ୍ୟ, ରାଜସ୍ବ, ଗଣଶିକ୍ଷା, ପୂର୍ତ୍ତ, ଜଙ୍ଗଲ ଓ ପରିବେଶ, କୃଷି ବିଭାଗର ମନ୍ତ୍ରୀ ମାନେ ଉପସ୍ଥିତ ଅଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    22.9 ° C
    22.9 °
    22.9 °
    85 %
    1.1kmh
    82 %
    Wed
    30 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ