Tuesday, September 29, 2026
23.1 C
Odisha

    ମୋ ବସର ନାଁ ବଦଳି ହୋଇପାରେ ଆମ ବସ୍

    ଆଗକୁ ପଢନ୍ତୁ

    ‘ମୋ’ ବସର ନାମ ବଦଳି ହୋଇପାରେ ଆମ ବସ୍ । ଆବଶ୍ୟକ ପଡିଲେ ଏହା ଉପରେ ଆଲୋଚନା ହେବ ବୋଲି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ସେ କହିଛନ୍ତି, ‘ମୋ’ର ଅର୍ଥ ହେଉଛି ଅହଂ ଭାବ, ତେଣୁ ଆମେ ହେଲେ ଭଲ ହେବ । ‘ମୋ’ ବସ ସେବା ଲୋକ ମାନଙ୍କୁ ସୁବିଧା ଯୋଗାଉଥିବା ବେଳେ ଏହା ଚାଲୁ ରହିବ । ଆବଶ୍ୟକ ପଡିଲେ ବସ୍ ସଂଖ୍ୟା ବଢାଯିବ ବୋଲି ବିଭାଗୀୟ ମନ୍ତ୍ରୀ କହିଛନ୍ତିା ଆଗକୁ ପ୍ରଧାନମନ୍ତ୍ରୀ ଇ-ବସ ଯୋଜନାରେ ଓଡ଼ିଶାକୁ ୪୦୦ ବସ୍ ଆସିବାକୁ ଥିବା ବେଳେ ଭୁବନେଶ୍ବର, କଟକ ସମେତ ରାଜ୍ୟର ଅନ୍ୟାନ ସ୍ଥାନରେ ମଧ୍ୟ ଏହି ବସ୍ ଚଳାଚଳ କରିବା ଆଜି ସକାଳେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ମାଷ୍ଟରକ୍ୟାଣ୍ଟିନ ଠାରୁ ଗାଢକଣ ପର୍ଯ୍ୟନ୍ତ ଯାତ୍ରା କରିବା ସହ ଯାତ୍ରୀ ମାନଙ୍କ ସହ ଆଲୋଚନା କରିଥିବା ଦେଖିବାକୁ ମିଳିଛିା

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    23.1 ° C
    23.1 °
    23.1 °
    88 %
    1.5kmh
    16 %
    Tue
    30 °
    Wed
    30 °
    Thu
    30 °
    Fri
    30 °
    Sat
    31 °

    ସମ୍ବନ୍ଧିତ