Friday, January 24, 2025
18.8 C
Odisha

    ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ଗଜପତି ମହାରାଜାଙ୍କ ପ୍ରତିକ୍ରିୟା: କହିଲେ, ରତ୍ନଭଣ୍ଡାର ଖୋଲି ମରାମତି ସହ ଗଣତି ନିହାତି ଜରୁରୀ

    ଆଗକୁ ପଢନ୍ତୁ

    ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜା। କହିଛନ୍ତି, ସରକାର ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି ନେଇଛନ୍ତି । ରତ୍ନଭଣ୍ଡାର ଖୋଲିବାକୁ ସରକାର ପ୍ରସ୍ତୁତି କରୁଛନ୍ତି । ସରକାରଙ୍କ ଏହି ପଦକ୍ଷେପ ସ୍ୱାଗତ ଯୋଗ୍ୟ । ରତ୍ନଭଣ୍ଡାର ଖୋଲିବାର ଆବଶ୍ୟକତା ରହିଛି । ୪୫ ବର୍ଷ ତଳେ ଭିତର ରତ୍ନଭଣ୍ଡାର ଖୋଲାଯାଇଥିଲା। ପୂର୍ବରୁ ମରାମତି ଆବଶ୍ୟକତା ରହିଛି କହିଛି ଏଏସଆଇ । ମରାମତି ସହ ରତ୍ନଭଣ୍ଡାର ଗଣତିମଣତି ଜରୁରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    18.8 ° C
    18.8 °
    18.8 °
    49 %
    2.1kmh
    6 %
    Thu
    19 °
    Fri
    33 °
    Sat
    32 °
    Sun
    32 °
    Mon
    32 °

    ସମ୍ବନ୍ଧିତ