Sunday, October 4, 2026
29.6 C
Odisha

    ରତ୍ନଭଣ୍ଡାର ଚାବି ହଜିବା ମାମଲା: ତଦନ୍ତ କମିଶନ ଷ୍ଟାଟସ୍ ରିପୋର୍ଟ ଦାଖଲ ନେଇ ରାଜ୍ୟ ସରକାରଙ୍କୁ ୩ ସପ୍ତାହର ମହଲତ

    ଆଗକୁ ପଢନ୍ତୁ

    ରତ୍ନଭଣ୍ଡାର ଚାବି ହଜିବା ମାମଲାରେ ସରକାରଙ୍କୁ ୩ ସପ୍ତାହର ମହଲତ । ତଦନ୍ତ କମିଶନ ଷ୍ଟାଟସ୍ ରିପୋର୍ଟ ଦାଖଲ କରିବା ନେଇ ନେଇ ରାଜ୍ୟ ସରକାରଙ୍କୁ ୩ ସପ୍ତାହର ସମୟ ଦେଇଛନ୍ତି ହାଇକୋର୍ଟ । ଏହି ଅବଧି ଭିତରେ ରିପୋର୍ଟ ଦାଖଲ ନେଇ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ ନ୍ୟାୟଳୟ । ୩ ସପ୍ତାହ ପରେ ମାମଲାର ପରବର୍ତୀ ଶୁଣାଣି ହେବ । ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ମାମଲାର ତଦନ୍ତ କମିଶନ ରିପୋର୍ଟ ସାର୍ବଜନୀନ କରିବା ଦାବିରେ ହାଇକୋର୍ଟରେ ମାମଲା ହୋଇଥିଲ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.6 ° C
    29.6 °
    29.6 °
    53 %
    1.6kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ