Tuesday, September 22, 2026
23.5 C
Odisha

    ମାର୍ଚ୍ଚ ପହିଲାରେ ୮୫୯ ଏସ୍‌ଏସ୍‌ବି ଅଧ୍ୟାପକଙ୍କୁ ନିଯୁକ୍ତି ଦେବେ ରାଜ୍ୟ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର,୨୫ା୨: ରାଜ୍ୟ ସରକାର ଆସନ୍ତା ମାର୍ଚ୍ଚ ୧ରେ ୮୫୯ ଏସ୍‌ଏସ୍‌ବି ଅଧ୍ୟାପକଙ୍କୁ ନିଯୁକ୍ତି ଦେବେ। ଏକକାଳୀନ ଲୋକ ସେବା ଭବନର କନଭେନ୍‌ସନ୍‌ ହଲ ୍‌ଓ ରବୀନ୍ଦ୍ର ମଣ୍ଡପରେ ନିଯୁକ୍ତି ପର୍ବ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ନବନିଯୁକ୍ତ ଅଧ୍ୟାପକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ। ୧ତାରିଖ ସକାଳ ୯ଟାରେ ସମସ୍ତ ସଦସ୍ୟଙ୍କୁ ଉପସ୍ଥିତ ରହିବାକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଅବଗତ କରାଯାଇଛି।

    ଇଂରାଜୀ, ରାଜନୀତି ବିଜ୍ଞାନ, ଅର୍ଥଶାସ୍ତ୍ର, ରସାୟନ ବିଜ୍ଞାନ, ଇତିହାସ, ବାଣିଜ୍ୟ ଓ ଶିକ୍ଷାବର୍ଗର ପ୍ରାର୍ଥୀ ରବୀନ୍ଦ୍ର ମଣ୍ଡପ ଏବଂ ଅବଶିଷ୍ଟ ବର୍ଗର ପ୍ରାର୍ଥୀ ଲୋକ ସେବା ଭବନରେ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ପଦାର୍ଥ ବିଜ୍ଞାନ ବିଭାଗର ମାମଲା କୋର୍ଟରେ ବିଚାରାଧୀନ ଥିବାରୁ ଏହାକୁ ନିଯୁକ୍ତି ପର୍ବରୁ ବାଦ୍‌ ଦିଆଯାଇଥିବା ସୂଚନାରୁ ଜଣାପଡ଼ିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    23.5 ° C
    23.5 °
    23.5 °
    94 %
    0.5kmh
    100 %
    Mon
    24 °
    Tue
    27 °
    Wed
    27 °
    Thu
    24 °
    Fri
    28 °

    ସମ୍ବନ୍ଧିତ