Saturday, October 10, 2026
22.4 C
Odisha

    ତିନି ଶ୍ରମିକଙ୍କ ଉପରେ ମାଡିଗଲା ଟ୍ରକ୍

    ଆଗକୁ ପଢନ୍ତୁ

    ଟ୍ରକ୍ ଧକ୍କାରେ ଚାଲିଗଲା ତିନି ଜୀବନ । ବରଗଡ ଜିଲ୍ଲା ସୋହେଲା ରାୟପୁର ରୋଡ ସ୍ଥିତ ଲୁହୁରାଚଟି ପାଖରେ ଘଟିଛି ଦୁର୍ଘଟଣା । ଅଶୋକା କମ୍ପାନୀରେ କାର୍ଯ୍ୟରତ ତିନି କର୍ମଚାରୀଙ୍କୁ ଦଳିଦେଲା ଟ୍ରକ୍ । ଘଟଣାସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଘଟଛି ଏଭଳି ଅଭାବନୀୟ ଘଟଣା । ଜାତୀୟ ରାଜପଥ କଡରେ ଡ୍ୟୁଟି କରୁଥିବା ସମୟରେ ମାଡିଗଲା ଟ୍ରକ୍ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    81 %
    1.3kmh
    0 %
    Fri
    22 °
    Sat
    30 °
    Sun
    30 °
    Mon
    30 °
    Tue
    30 °

    ସମ୍ବନ୍ଧିତ