Wednesday, September 9, 2026
25.2 C
Odisha

    ସୁନ୍ଦରଗଡ ଜଙ୍ଗଲରେ ମହାବଳ ବାଘ ଠାବ

    ଆଗକୁ ପଢନ୍ତୁ

    ରାଉରକେଲା: ସୁନ୍ଦରଗଡ ଜଙ୍ଗଲରେ ମଧ୍ୟପ୍ରଦେଶର ମହାବଳ ବାଘ ଠାବ ହୋଇଛି। ଦୀର୍ଘ ଦୁଇ ଦଶନ୍ଧି ପରେ ମହାବଳ ବାଘ ବୁଲୁଥିବା ଦେଖିବାକୁ ମିଳିଛି । ବନବିଭାଗ ପକ୍ଷରୁ ଲଗାଯାଇଥିବା କ୍ୟାମେରାରେ ମହାବଳ ଟ୍ରାପ୍ ହେବା ପରେ ଏହି ଖବର ସାମ୍ନାକୁ ଆସିଛି । ଏନେଇ ‘ଏକ୍ସ’ ରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ । ତେବେ ବାଘଟି ତାର ନୂଆ ସ୍ଥାନ ତିଆରି ପାଇଁ ମଧ୍ୟପ୍ରଦେଶରୁ ଚାଲି ଆସିଥିବା କୁହାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    25.2 ° C
    25.2 °
    25.2 °
    91 %
    1kmh
    100 %
    Wed
    26 °
    Thu
    28 °
    Fri
    28 °
    Sat
    28 °
    Sun
    28 °

    ସମ୍ବନ୍ଧିତ