Wednesday, September 30, 2026
23.8 C
Odisha

    ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ଦିନ ତାପମାତ୍ରା

    ଆଗକୁ ପଢନ୍ତୁ

    ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ଦିନ ତାପମାତ୍ରା । ଟିଟିଲାଗଡ଼ ଓ ଭବନୀପାଟଣାରେ ତାପମାତ୍ରା ୩୬ ଡିଗ୍ରୀ ପାର କରିଛି । ବଲାଙ୍ଗୀର ଓ ଝାରସୁଗୁଡ଼ାରେ ପାରଦ ୩୫ ଡିଗ୍ରୀ ଉପରେ ରହୁଛି । ରାତିରେ ସର୍ବନିମ୍ନ ତାପମାତ୍ରା କୋରାପୁଟରେ ୧୨ ଦଶମିକ ୨ ଡିଗ୍ରୀ ରେକର୍ଡ କରାଯାଇଛି । ଅଧିକାଂଶ ସହରର ତାପମାତ୍ରା ୨୦ ଡିଗ୍ରୀ ଟପିଯାଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଗକୁ ଦିନ ଓ ରାତି ତାପମାତ୍ରା ଆହୁରି ବଢିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । ପଶ୍ଚିମାଝଡ଼ ପ୍ରଭାବରେ ୨୨ ତାରିଖରୁ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.8 ° C
    23.8 °
    23.8 °
    84 %
    1.5kmh
    7 %
    Tue
    24 °
    Wed
    30 °
    Thu
    31 °
    Fri
    31 °
    Sat
    31 °

    ସମ୍ବନ୍ଧିତ