Monday, March 2, 2026
31.1 C
Odisha

    ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି: ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ

    ଆଗକୁ ପଢନ୍ତୁ

    ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସଂପନ୍ନ ହେବା ପରେ ମହାପ୍ରଭୁଙ୍କ ମହାସ୍ନାନ ହେବ। ତାପରେ ପୁଣି ଶ୍ରଦ୍ଧାଳୁ ଠାକୁରଙ୍କ ଦର୍ଶନ କରିପାରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.1 ° C
    31.1 °
    31.1 °
    25 %
    2.3kmh
    8 %
    Mon
    35 °
    Tue
    36 °
    Wed
    37 °
    Thu
    38 °
    Fri
    38 °

    ସମ୍ବନ୍ଧିତ