Wednesday, March 25, 2026
37 C
Odisha

    ଆଜି ବର୍ଷର ଶେଷ ‘ମନ କି ବାତ୍’ କାର୍ଯ୍ୟକ୍ରମ

    ଆଗକୁ ପଢନ୍ତୁ

    ବର୍ଷର ଶେଷ ତଥା ୧୦୮ ତମ ମନ କି ବାତରେ ମନର କଥା କହିଲେ ପ୍ରଧାନମନ୍ତ୍ରୀ ମୋଦୀ । ଦେଶବାସୀଙ୍କୁ ନୂଆ ବର୍ଷର ଶୁଭେଚ୍ଛା ଜଣାଇବା ସହ ବିକାଶ ପ୍ରକ୍ରିୟାରେ ସାମିଲ ହେବାକୁ ଦେଲେ ଆହ୍ୱାନ । ୨୦୨୩ ବର୍ଷରେ ବିଭିନ୍ନ କ୍ଷେତ୍ରରେ ଦେଶକୁ ଅଭୂତପୂର୍ବ ସଫଳତା ମିଳିଥିବା ବେଳେ ଆଗାମୀ ବର୍ଷରେ ମଧ୍ୟ ଏହା ଜାରି ରହିବ । ଭାରତ ଏବେ ନୂଆ ଉଦ୍ଭାବନର ହବ ପାଲଟିଥିବା ବେଳେ ପ୍ରତ୍ୟେକ ଭାରତୀୟଙ୍କର ଏଥିରେ ଭାଗିଦାରୀ ରହିଛି । ୨୦୧୫ ମସିହାରେ ଗ୍ଲୋବାଲ ଇନୋଭେସନ ଇଣ୍ଡେକ୍ସରେ ଭାରତ ୮୦ତମ ସ୍ଥାନରେ ରହିଥିବା ବେଳେ ଏବେ ୪୦ତମ ସ୍ଥାନରେ ରହିଛି । ଚନ୍ଦ୍ରଯାନ-୩କୁ ନେଇ ଏବେ ବି ବିଭିନ୍ନ ଆଡୁ ଶୁଭେଛା ମିଳୁଛି । ଦୀପାବଳି ସମୟରେ ରେକର୍ଡ ବ୍ୟବସାୟ ଭୋକାଲ ଫର୍ ଲୋକାଲର ସଫଳତାକୁ ଦର୍ଶାଉଥିବା କହିଛନ୍ତି ପ୍ରଧାନମନ୍ତ୍ରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    37 ° C
    37 °
    37 °
    17 %
    4.9kmh
    23 %
    Wed
    36 °
    Thu
    38 °
    Fri
    40 °
    Sat
    39 °
    Sun
    41 °

    ସମ୍ବନ୍ଧିତ