Friday, March 20, 2026
21.1 C
Odisha

    ଆସନ୍ତାକାଲି ଶ୍ରୀମନ୍ଦିରରେ ପଇତାଲାଗି ନୀତି: ୪ ଘଣ୍ଟା ଜଗାଦର୍ଶନ ବନ୍ଦ

    ଆଗକୁ ପଢନ୍ତୁ

    ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ପଇତାଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଶ୍ରୀଜିଉଙ୍କ ପଇତାଲାଗି ନୀତି ପାଇଁ ସନ୍ଧ୍ୟା ୫ରୁ ରାତି ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.1 ° C
    21.1 °
    21.1 °
    77 %
    0.5kmh
    100 %
    Fri
    22 °
    Sat
    32 °
    Sun
    33 °
    Mon
    34 °
    Tue
    37 °

    ସମ୍ବନ୍ଧିତ