Friday, January 23, 2026
29 C
Odisha

    ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

    ଆଗକୁ ପଢନ୍ତୁ

    ପୁରୀ: ଆସନ୍ତାକାଲି ବୁଧବାର ପୌଷ କୃଷ୍ଣ ସପ୍ତମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ଣ ୪ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29 ° C
    29 °
    29 °
    27 %
    2.2kmh
    5 %
    Fri
    27 °
    Sat
    30 °
    Sun
    31 °
    Mon
    32 °
    Tue
    32 °

    ସମ୍ବନ୍ଧିତ