Tuesday, April 7, 2026
24 C
Odisha

    ସମୁଦ୍ର ଗାଧୁଆ ପାଲଟିଲା କାଳ, ବୁଡି ଯାଇ ପର୍ଯ୍ୟଟକ ମୃତ

    ଆଗକୁ ପଢନ୍ତୁ

    ସମୁଦ୍ର ଗାଧୁଆ ପାଲଟିଲା କାଳ। ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ବୁଡି ଯାଇ ପର୍ଯ୍ୟଟକ ମୃତ। ଚକ୍ରତୀର୍ଥ ବେଳା ଭୂମିରେ ଗାଧୋଇବା ସମୟରେ ପ୍ରବଳ ଲହଡ଼ି ମାଡ଼ରେ ଜଣେ ପର୍ଯ୍ୟଟକ ଭାସିଯାଇଥିଲେ। ସେଠାରେ ଥିବା ଲାଇଫ ଗାର୍ଡମାନେ ତାଙ୍କୁ ତୁରନ୍ତ ଉଦ୍ଧାର କରି ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଉଦ୍ଧାର ପର୍ଯ୍ୟଟକଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ମୃତ ପର୍ଯ୍ୟଟକଙ୍କ ପରିଚୟ ମିଳିପାରିନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24 ° C
    24 °
    24 °
    73 %
    1.5kmh
    75 %
    Mon
    26 °
    Tue
    37 °
    Wed
    39 °
    Thu
    38 °
    Fri
    39 °

    ସମ୍ବନ୍ଧିତ