Wednesday, July 2, 2025
24.5 C
Odisha

    ସମୁଦ୍ର ଗାଧୁଆ ପାଲଟିଲା କାଳ, ବୁଡି ଯାଇ ପର୍ଯ୍ୟଟକ ମୃତ

    ଆଗକୁ ପଢନ୍ତୁ

    ସମୁଦ୍ର ଗାଧୁଆ ପାଲଟିଲା କାଳ। ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ବୁଡି ଯାଇ ପର୍ଯ୍ୟଟକ ମୃତ। ଚକ୍ରତୀର୍ଥ ବେଳା ଭୂମିରେ ଗାଧୋଇବା ସମୟରେ ପ୍ରବଳ ଲହଡ଼ି ମାଡ଼ରେ ଜଣେ ପର୍ଯ୍ୟଟକ ଭାସିଯାଇଥିଲେ। ସେଠାରେ ଥିବା ଲାଇଫ ଗାର୍ଡମାନେ ତାଙ୍କୁ ତୁରନ୍ତ ଉଦ୍ଧାର କରି ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଉଦ୍ଧାର ପର୍ଯ୍ୟଟକଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ମୃତ ପର୍ଯ୍ୟଟକଙ୍କ ପରିଚୟ ମିଳିପାରିନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    88 %
    1.6kmh
    100 %
    Wed
    26 °
    Thu
    30 °
    Fri
    25 °
    Sat
    28 °
    Sun
    28 °

    ସମ୍ବନ୍ଧିତ