Monday, October 19, 2026
21.6 C
Odisha

    ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଦୂର ହେବ ଟ୍ରାଫିକ ସମସ୍ୟା। ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ। ଲୋକଙ୍କୁ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି। ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ। ଓଭର ବ୍ରିଜ, ଆପ୍ରୋଚ ରୋଡ ପରି ବ୍ୟବସ୍ଥା କରାଯିବ। ଖୁବ୍ ଶୀଘ୍ର ଏ ନେଇ ବିଭାଗ ସ୍ତରୀୟ ଆଲୋଚନା କରାଯାଇ ନିଷ୍ପତି ନିଆଯିବ। ଏ ନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ଟ୍ରାଫିକ ସମସ୍ୟା ଦୂର ପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ। ଓଭର ବ୍ରିଜ, ଆପ୍ରୋଚ ରୋଡ ପରି ବ୍ୟବସ୍ଥା କରାଯିବ। ଖୁବ୍ ଶୀଘ୍ର ଏ ନେଇ ବିଭାଗ ସ୍ତରୀୟ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯିବ। ଏଣେ ମେଟ୍ରୋ ରେଳ ପ୍ରକଳ୍ପ ବନ୍ଦ ହେବନି ବୋଲି ବି ମନ୍ତ୍ରୀ କହିଛନ୍ତି। ଟ୍ୱିନ୍‌ ସିଟିରେ ଚାଲୁ ରହିବ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ। ବୋଲି କହିଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.6 ° C
    21.6 °
    21.6 °
    92 %
    1kmh
    54 %
    Mon
    30 °
    Tue
    30 °
    Wed
    30 °
    Thu
    29 °
    Fri
    29 °

    ସମ୍ବନ୍ଧିତ