Sunday, September 13, 2026
24 C
Odisha

    ଦାର୍ଜିଲିଂରେ ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା : ବର୍ତ୍ତମାନ ସୁଦ୍ଧା ୫ ମୃତ, ୨୫ରୁ ଊର୍ଦ୍ଧ୍ବ ଆହତ

    ଆଗକୁ ପଢନ୍ତୁ

    କଲିକତା: ପଶ୍ଚିମବଙ୍ଗର ଦାର୍ଜିଲିଂରେ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା। ନିଉଜଲପାଇଗୁଡି ଷ୍ଟେସନ ନିକଟ ରଙ୍ଗପାଣି ଠାରେ କାଞ୍ଚନଜଙ୍ଗା ଏକ୍ସପ୍ରେସ ଟ୍ରେନକୁ ପଛ ପଟରୁ ଧକ୍କା ମାରିଛି ମାଲବାହୀ ଟ୍ରେନ୍‌। ଦୁର୍ଘଟଣାରେ ଯାତ୍ରୀବାହୀ କାଞ୍ଚନଜଙ୍ଗା ଏକ୍ସପ୍ରେସର ତିନିଟି ବଗିର ବହୁ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ବର୍ତ୍ତମାନ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ୫ ଜଣଙ୍କ ମତ୍ୟୁ ହୋଇଥିବା ବେଳେ ୨୫ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ଆଗକୁ ଆହତ ଓ ମୃତକଙ୍କ ସଂଖ୍ୟା ବଢିପାରେ ବୋଲି କୁହାଯାଉଛି। କାରଣ ଯାତ୍ରାବାହୀ କାଞ୍ଚନଜଙ୍ଗା ଏକ୍ସପ୍ରେସର ୩ଟି ବଗି ବହୁ ମାତ୍ରାରେ କ୍ଷତିଗ୍ରସ୍ତ ହୋଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24 ° C
    24 °
    24 °
    94 %
    1.1kmh
    65 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ