Saturday, October 10, 2026
24.4 C
Odisha

    ବୌଦ୍ଧ ବହିଆ ଛକରେ ଟ୍ରକ୍ ଓ ବୋଲେରୋ ମୁହାଁମୁହିଁ ଧକ୍କା, ୭ ଗୁରୁତର

    ଆଗକୁ ପଢନ୍ତୁ

    ଟ୍ରକ୍-ବୋଲେରୋ ମୁହାଁମୁହିଁ ଧକ୍କା । ୭ ଜଣ ଗୁରୁତର ଆହତ । ବୌଦ୍ଧ ବାଉଁଶୁଣୀ ବହିଆ ଛକ ନିକଟରେ ଭୋର ସମୟରେ ଟ୍ରକ୍ ଓ ବୋଲେରୋ ମଧ୍ୟ ମୁହାଁମୁହିଁ ଧକ୍କା ହୋଇଛି । ଟ୍ରକଟି ସୋନପୁରରୁ ବୌଦ୍ଧ ଅଭିମୁଖେ ଯାଉଥିବା ବେଳେ ସାମ୍ନା ପଟୁ ଆସୁଥିବା ଏକ ବୋଲେରୋ ସହିତ ଧକ୍କା ହୋଇଥିଲା । ଫଳରେ ବୋଲେରୋରେ ଥିବା ଯାତ୍ରୀ ଗୁରୁତର ଆହତ ହୋଇଥିଲେ । ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଂଚି ଆହତଙ୍କୁ ଉଦ୍ଧାର କରି ବାଉଁଶୁଣୀ ମେଡିକାଲରେ ଭର୍ତି କରିଛନ୍ତି । ପୋଲିସ ମଧ୍ୟ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    79 %
    1.5kmh
    0 %
    Sat
    24 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ