Sunday, October 4, 2026
30.6 C
Odisha

    କେରଳ ଭୂସ୍ଖଳନ: ବୁଲିବାକୁ ଯାଇ ୨ ଓଡ଼ିଆ ଡାକ୍ତର ଏବେ ବି ନିଖୋଜ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: କେରଳରେ ଭୟଙ୍କର ଭୂସ୍ଖଳନରେ ଦୁଇ ଓଡ଼ିଆ ଡାକ୍ତର ନିଖୋଜ। ନିଖୋଜ ଡାକ୍ତର ହେଲେ ଚୌଦ୍ୱାର ଅଞ୍ଚଳର ଡାକ୍ତର ବିଷ୍ଣୁ ପ୍ରସାଦ ଚିନରା ଓ ଡାକ୍ତର ସ୍ୱାଧୀନ ପଣ୍ଡା। ଉଭୟ ଭୂସ୍ଖଳନରେ ନିଖୋଜ ଥିବା ଖବର ପାଇବା ପରେ ଚିନ୍ତାରେ ପରିବାର। କଟକ ଜିଲ୍ଲା ଚୌଦ୍ୱାର ହାଉସିଂ ବୋର୍ଡର ବାସିନ୍ଦା ତଥା ହାଇଟେକ୍ ମେଡିକାଲର ମେଡିସିନ ଡାକ୍ତର ବିଷ୍ଣୁ ଓ ତାଙ୍କ ପତ୍ନୀ ୱାୟନାଡରେ ଥିଲେ।

    ତେବେ ବିଳମ୍ବିତ ରାତିରେ ଭୂସ୍ଖଳନ ହୋଇଥିଲେ। ଯାହା ପରେ ବିଷ୍ଣୁଙ୍କର କୌଣସି ପତ୍ତା ମିଳୁନଥିବା ବେଳେ ତାଙ୍କ ପତ୍ନୀ ସୁରକ୍ଷିତ ଥିବା ପରିବାର ଲୋକେ କହିଛନ୍ତି। ସେପଟେ ଡାକ୍ତର ସ୍ୱାଧୀନ ପଣ୍ଡାଙ୍କର ମଧ୍ୟ କୌଣସି ଖୋଜ ଖବର ମିଳୁନଥିବା ଜଣାପଡ଼ିଛି। ଏପଟେ ଘଟଣାରେ ରାଜ୍ୟ ସରକାରଙ୍କ ସହାୟତା ଲୋଡ଼ିଛନ୍ତି ବିଷ୍ଣୁଙ୍କ ପରିବାର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.6 ° C
    30.6 °
    30.6 °
    51 %
    2.9kmh
    3 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ