Sunday, June 1, 2025
31.6 C
Odisha

    ପଦ୍ମଶ୍ରୀ ପୁରସ୍କାର ପାଇଲେ ଦୁଇ ଓଡ଼ିଆ । ପଟ୍ଟଚିତ୍ର ଶିଳ୍ପୀ ବିନୋଦ ମହାରଣା ଓ ଲୋକକଳା ଶବ୍ଦ ନୃତ୍ୟ ଶିଳ୍ପୀ ଗୁରୁ ଭାଗବତ ପ୍ରଧାନଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

    ଆଗକୁ ପଢନ୍ତୁ

    ପଦ୍ମଶ୍ରୀରେ ସମ୍ମାନିତ ହେଲେ ଦୁଇ ଓଡ଼ିଆ ଭାଗବତ ପ୍ରଧାନ ଓ ବିନୋଦ ମହାରଣା । ଗୁରୁବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଦ୍ୱିତୀୟ ପର୍ଯ୍ୟାୟ ପଦ୍ମ ପୁରସ୍କାର ବିତରଣ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଓଡ଼ିଆଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି । କଳାକ୍ଷେତ୍ରରେ ଯୋଗଦାନ ପାଇଁ ବରଗଡ଼ ଜିଲ୍ଲାର ଲୋକକଳା ଶବ୍ଦନୃତ୍ୟ ଶିଳ୍ପୀ ଗୁରୁ ଭାଗବତ ପ୍ରଧାନଙ୍କୁ ଓ ପଟ୍ଟଚିତ୍ର ଶିଳ୍ପୀ ବିନୋଦ ମହାରଣାଙ୍କୁ ଏହି ସମ୍ମାଦ ପ୍ରଦାନ କରାଯାଇଛି । ଏହି ପୁରସ୍କାର ପାଇବା ଲାଗି କେବଳ କଳାକ୍ଷେତ୍ରରେ ୪ ଓଡ଼ିଆ ମନୋନୀତ ହୋଇଥିଲେ । ଗତ ଏପ୍ରିଲ ୨୨ରେ ଗଞ୍ଜାମର ୧୦୬ ବର୍ଷୀୟ ଲୋକକଳା କୃଷ୍ଣଲୀଳାର ସଂଗୀତ ଗାୟକ ଗୁରୁ ଗୋପୀନାଥ ସ୍ୱାଇଁ ଓ ସମ୍ବଲପୁରର ପ୍ରଖ୍ୟାତ ଲୋକ ସାହିତ୍ୟିକ ବିନୋଦ କୁମାର ପଶାୟତ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ ହୋଇଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    31.6 ° C
    31.6 °
    31.6 °
    42 %
    2.3kmh
    92 %
    Sun
    31 °
    Mon
    39 °
    Tue
    36 °
    Wed
    39 °
    Thu
    40 °

    ସମ୍ବନ୍ଧିତ