Friday, March 27, 2026
31.5 C
Odisha

    ମୋ ବସକୁ ଧକ୍କା ଦେଲା ଦୁଇଟି ଟ୍ରକ: ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଥିବା ସୂଚନା

    ଆଗକୁ ପଢନ୍ତୁ

    ମୋ ବସକୁ ଧକ୍କା ଦେଲା ଦୁଇଟି ଟ୍ରକ । କଟକ ତେଲେଙ୍ଗାପେଣ୍ଠ ନିକଟରେ ଦୁର୍ଘଟଣା । ଦୁର୍ଘଟଣାରେ ୨୦ ଜଣ ଆହତ ହୋଇଥିବା ସୂଚନା । ଆହତଙ୍କୁ ଉଦ୍ଧାର କରାଯାଇ କଟକ ଏସସିବି ମେଡିକାଲ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ସୂଚନା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    31.5 ° C
    31.5 °
    31.5 °
    26 %
    2.6kmh
    57 %
    Fri
    33 °
    Sat
    39 °
    Sun
    40 °
    Mon
    40 °
    Tue
    38 °

    ସମ୍ବନ୍ଧିତ