Tuesday, January 6, 2026
18.2 C
Odisha

    UGC NET 2024 ପାଇଁ ନୂଆ ଶିଡ୍ୟୁଲ ଜାରି

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା (ଏନଟିଏ) ୟୁଜିସି ନେଟ ୨୦୨୪ ପାଇଁ ନୂଆ ଶିଡ୍ୟୁଲ ଜାରି କରିଛି। ଅଗଷ୍ଟ ୨୧ରୁ ପରୀକ୍ଷା ଆରମ୍ଭ ହୋଇ ସେପ୍ଟେମ୍ବର ୪ରେ ସମାପ୍ତ ହେବ । ପରୀକ୍ଷାର ୧୦ ଦିନ ପୂର୍ବରୁ ପ୍ରାର୍ଥୀମାନେ ଏନଟିଏର ଅଫିସିଆଲ ୱେବସାଇଟରେ ପରୀକ୍ଷା ସେଣ୍ଟର ବାବଦରେ ସମସ୍ତ ତଥ୍ୟ ପାଇପାରିବେ । ୮୩ଟି ବିଷୟରେ ସମସ୍ତ  ପରୀକ୍ଷା କମ୍ପ୍ୟୁଟର ଭିତ୍ତିକ ହେବ । ଦୁଇଟି ପର୍ଯ୍ୟାୟରେ ପରୀକ୍ଷା କରଯିବ । ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପ୍ରଥମ ଶିଫ୍ଟ ଓ ଅପରାହ୍ଣ ୩ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦ୍ୱିତୀୟ ଶିଫ୍ଟ ପରୀକ୍ଷା ହେବ । ଏ ବାବଦରେ ଏନଟିଏ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    18.2 ° C
    18.2 °
    18.2 °
    47 %
    0.5kmh
    5 %
    Tue
    26 °
    Wed
    27 °
    Thu
    27 °
    Fri
    26 °
    Sat
    27 °

    ସମ୍ବନ୍ଧିତ