Sunday, February 8, 2026
13.2 C
Odisha

    ମଦ ପିଇ ଚାଲିଗଲା ଦାଦା ଓ ପୁତୁରାଙ୍କ ଜୀବନ

    ଆଗକୁ ପଢନ୍ତୁ

    କେନ୍ଦ୍ରାପଡ଼ା: ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ବ୍ଲକ ସିରସ୍ତା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ମଦ ପିଇ ଦାଦା ପୁତୁରାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ଉଭୟଙ୍କୁ କେନ୍ଦ୍ରାପଡ଼ା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି । ମୃତକ ହେଲେ ବିଭୂତି ସାମଲ, ଗୋପବନ୍ଧୁ ସାମଲ। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି। ଏଣେ ଏସପି କହିଛନ୍ତି, ଛତୁ ସିଞ୍ଚନ ଔଷଧ ପିଇ ଦେବାରୁ ଜୀବନ ଯାଇଛି। ଗତକାଲି ରାତିରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ବିଭୂତି ସାମଲ ଓ ଗୋପବନ୍ଧୁ ସାମଲଭ୍କୁ ପ୍ରଥମେ ପାଟକୁରା ଓ ପରେ କେନ୍ଦ୍ରାପଡ଼ା ମେଡିକାଲରେ ଭର୍ତ୍ତି କରାଯାଇଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    13.2 ° C
    13.2 °
    13.2 °
    30 %
    1.5kmh
    2 %
    Sun
    29 °
    Mon
    31 °
    Tue
    32 °
    Wed
    33 °
    Thu
    34 °

    ସମ୍ବନ୍ଧିତ