Friday, October 16, 2026
21.9 C
Odisha

    ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ: ଆସିଲା ଗସ୍ତର ସମ୍ପୂର୍ଣ୍ଣ ବିବରଣୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ସୋନପୁରରେ ଜନସଭାକୁ ସେ ସମ୍ବୋଧନ କରିବେ। ଏହା ପୂର୍ବରୁ ଆସିଛି ଅମିତ ଶାହଙ୍କ ଓଡ଼ିଶା ଗସ୍ତର ସମ୍ପୂର୍ଣ୍ଣ ବିବରଣୀ ଆସିଛି। ଏପ୍ରିଲ ୨୫ ତାରିଖ ଅପରାହ୍ନ ୩ଟା ୪୫ରେ ଝାରସୁଗୁଡ଼ାର ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ପହଞ୍ଚିବେ ଅମିତ ଶାହ। ଏହାପରେ ୩ଟା ୫୦ରୁ ସ୍ୱତନ୍ତ୍ର ହେଲିକପ୍ଟର ଜରିଆରେ ସୋନପୁର ଯିବେ। ସୋନପୁର ରାମେଶ୍ୱରମ୍ ଷ୍ଟାଡିଅମରେ ଜନସଭାକୁ ସମ୍ବୋଧନ କରିବେ।

    ଏହାପରେ ଅପରାହ୍ନ ସାଢେ ୫ଟାରେ କାର୍ଯ୍ୟକ୍ରମ ସାରି ପୁଣି ଝାରସୁଗୁଡା ବିମାନବନ୍ଦର ପହଞ୍ଚିବେ। ସେଠାରେ ସନ୍ଧ୍ୟା ୬ଟା ୧୦ରେ ଭୁବନେଶ୍ୱର ପାଇଁ ବାହାରିବେ କେନ୍ଦ୍ର ଗୃହମନ୍ତ୍ରୀ। ସନ୍ଧ୍ୟା ୬ଟା ୫୫ରେ ଭୁବନେଶ୍ୱର ପହଞ୍ଚିବେ। ପରେ ଭୁବନେଶ୍ୱରରେ ରାଜ୍ୟ ବରିଷ୍ଠ ନେତାଙ୍କ ସହ ନିର୍ବାଚନ ରଣନୀତି ନେଇ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.9 ° C
    21.9 °
    21.9 °
    98 %
    1kmh
    72 %
    Fri
    28 °
    Sat
    28 °
    Sun
    29 °
    Mon
    30 °
    Tue
    30 °

    ସମ୍ବନ୍ଧିତ