Monday, April 6, 2026
28.1 C
Odisha

    ବାତ୍ୟା ‘ଦାନା’ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅପିଲ୍

    ଆଗକୁ ପଢନ୍ତୁ

    ବାତ୍ୟା ‘ଦାନା’ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅପିଲ୍ । ବାତ୍ୟା ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ସବୁ ବ୍ୟବସ୍ଥା କରିଛନ୍ତି । ଧନ ଜୀବନକୁ ସୁରକ୍ଷିତ ରଖିବା ପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ବାତ୍ୟା ପ୍ରଭାବିତ ଅଞ୍ଚଳରେ ସାହାଯ୍ୟ କରିବାକୁ ଦଳୀୟ କର୍ମୀଙ୍କୁ ଅପିଲ୍ କରିଛନ୍ତି ଧର୍ମେନ୍ଦ୍ର । ବାତ୍ୟା ଦାନା ଦ୍ବାରା ଜଗତସିଂହପୁର, ଭଦ୍ରକ, ମୟୂରଭଞ୍ଜ, ପୁରୀ, କେନ୍ଦ୍ରାପଡ଼ା, ଗଞ୍ଜାମ , ଖୋର୍ଦ୍ଧା ଓ କଟକ ଜିଲ୍ଲା ବିଶେଷ ଭାବେ ପ୍ରଭାବିତ ହେବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.1 ° C
    28.1 °
    28.1 °
    55 %
    4kmh
    100 %
    Mon
    28 °
    Tue
    37 °
    Wed
    39 °
    Thu
    38 °
    Fri
    39 °

    ସମ୍ବନ୍ଧିତ