Tuesday, September 8, 2026
29.4 C
Odisha

    ଆଜି ପୁରୀରେ ଅସମ୍ଭାଳ ଭିଡ଼, ପଶ୍ଚିମ ଦ୍ୱାରରେ ଭକ୍ତଙ୍କ ଲମ୍ବା ଲାଇନ

    ଆଗକୁ ପଢନ୍ତୁ

    ଆଜି ପୁରୀରେ ଅସମ୍ଭାଳ ଭିଡ଼ । ପଶ୍ଚିମ ଦ୍ୱାର ଦେଇ ମନ୍ଦିର ଭିତରକୁ ପ୍ରବେଶ ପାଇଁ ଭକ୍ତଙ୍କ ଲମ୍ବା ଲାଇନ ଲାଗିଛି । ଗହଳି ସାଙ୍ଗକୁ ତାତି ଯୋଗୁଁ କଲବଲ ହେଉଛନ୍ତି ଶ୍ରଦ୍ଧାଳୁ । ଆଜି ପ୍ରଚଣ୍ଡ ତାତି ଯୋଗୁଁ ବଡ଼ଦାଣ୍ଡରେ ଚାଲି ଚାଲି ଯିବା ଶ୍ରଦ୍ଧାଳୁଙ୍କ ପାଇଁ କଷ୍ଟକର ହୋଇପଡ଼ିଥିଲା । ଏହାପରେ ଘଂଟା ଘଂଟା ଧରି ଭକ୍ତଙ୍କୁ ଲମ୍ବା ଲାଇନରେ ଛିଡ଼ା ହେବାକୁ ପଡ଼ିଛି । ଏଥିପାଇଁ ଶ୍ରୀମନ୍ଦିର ଭିତରକୁ ଶୀଘ୍ର ପଶିବା ପାଇଁ ଉଦ୍ୟମ କରୁଛନ୍ତି ଭକ୍ତ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    29.4 ° C
    29.4 °
    29.4 °
    70 %
    3kmh
    36 %
    Tue
    31 °
    Wed
    31 °
    Thu
    28 °
    Fri
    29 °
    Sat
    30 °

    ସମ୍ବନ୍ଧିତ