Thursday, October 1, 2026
22.8 C
Odisha

    ରୋଗୀ ମୃତ୍ୟୁ ପରେ କଟକ SCBରେ ଉତ୍ତେଜନା

    ଆଗକୁ ପଢନ୍ତୁ

    କଟକ SCBରେ ଉତ୍ତେଜନା। ରୋଗୀ ମୃତ୍ୟୁ ପରେ ମେଡିକାଲ ପରିସରରେ ଉତ୍ତେଜନା ଦେଖାଦେଇଛି। ଅଭିଯୋଗ ଅନୁୟାୟୀ ପୁରୀ ଚନ୍ଦନପୁର ଅଞ୍ଚଳର ଜଣେ ଯୁବତୀ ଙ୍କ ଦେହ ଖରାପ ହେବାରୁ ପରିବାରଲୋକେ ତାଙ୍କୁ କଟକ ବଡ଼ ମେଡିକାଲକୁ ଆଣିଥିଲେ। ହେଲେ ଡାକ୍ତର ତାଙ୍କୁ ଯାଞ୍ଚ କରିବା ପରେ ମୃତ ଘୋଷଣା କରିଥିଲେ। ଏହାକୁ ନେଇ ପରିବାର ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା। ଚିକିତ୍ସାରେ ଅବହେଳା କରିବାରୁ ତାଙ୍କର ମୃତ୍ୟୁ ଘଟିଥିବା ଅଭିଯୋଗ କରିଛନ୍ତି। ଏହାକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.8 ° C
    22.8 °
    22.8 °
    84 %
    1.2kmh
    15 %
    Thu
    30 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ