Sunday, August 9, 2026
24 C
Odisha

    ଡଷ୍ଟବିନ୍‌କୁ ଯିବ ଅଦରକାରୀ ଆଇନ: ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜ୍ୟରେ ଅଦରକାରୀ ଆଇନକୁ ଚିହ୍ନଟ କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଖୁଵଶୀଘ୍ର ସେହି ଆଇନ ଗୁଡିକୁ ଅଳିଆ ଗଦାକୁ ପକା ହେବ। ଖୁଵଶୀଘ୍ର ରାଜ୍ୟ ସରକାର ‘ଲ’-ରିଭିଜନ କମିଶନ କରି ଏହି ବ୍ୟବସ୍ଥା କରିବେ ବୋଲି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଯେଉଁ ଅପ୍ରାସଙ୍ଗିକତା ଏବଂ ଅଦରକାରୀ ଆଇନ ରହିଛି ସେଗୁଡିକର ପରିବର୍ତ୍ତନ କରିବାର ଆବଶ୍ୟକତା ରହିଛି ବୋଲି ଆଇନ ମନ୍ତ୍ରୀ ଗୁରୁତ୍ବାରୋପ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24 ° C
    24 °
    24 °
    96 %
    1.3kmh
    100 %
    Sun
    28 °
    Mon
    28 °
    Tue
    29 °
    Wed
    30 °
    Thu
    30 °

    ସମ୍ବନ୍ଧିତ