Sunday, October 4, 2026
29.6 C
Odisha

    ଫେବ୍ରୁଆରି ୧୦ରୁ ପୁଣି ଯାନବାହନ ଚେକିଂ, ଧରାପଡ଼ିଲେ କାର୍ଯ୍ୟାନୁଷ୍ଠାନ ନେବ ପୁଲିସ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଦୀର୍ଘ ଦିନର ବ୍ୟବଧାନ ପରେ ଦ୍ବୈତନଗରୀ ଯାନବାହନ ଯାଞ୍ଚ ହେବ। ଭୁବନେଶ୍ବର-କଟକ କମିସନରେଟ୍‌ ପୁଲିସ ଏଥି ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆସନ୍ତା ୧୦ ତାରିଖରୁ ପୁଣି ଥରେ ଗାଡ଼ି ଚେକିଂ କଡ଼ାକଡ଼ି ହେବ। କମିସନରେଟ ପୁଲିସ ଟ୍ବିନସିଟିରେ ସ୍ପେଶାଲ ଡ୍ରାଇଭ କରିବ।କୋଭିଡ ପରଠୁ ଗାଡ଼ି ଚେକିଂ ବନ୍ଦ ରହିଥିଲା। ଲାଇସେନ୍ସ, ହେଲମେଟ, ପଲ୍ୟୁସନ ଆଦି ଚେକିଂ ବନ୍ଦ ରହିଛି। ହେଲେ ଏବେ ପୁଣି ଆକ୍ସନ ମୋଡକୁ ଫେରିଛି କମିସନରେଟ ପୁଲିସ। ଗାଡି ଯାଞ୍ଚ ନେଇ ଏବେ ଟୁଇନ ସିଟିରେ ଧରପଗଡ଼ ଆରମ୍ଭ ହେବ। ଯଦି ଆପଣ ଗାଡ଼ିରେ ଏଭଳି କିଛି ନିୟମ ଉଲ୍ଲଘଂନ କରିଥିବା ଜିନିଷ ବ୍ୟବହାର କରିଛନ୍ତି। ତେବେ ଚେକିଂ ହେବା ପୂର୍ବରୁ କାଢ଼ି ଦିଅନ୍ତୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.6 ° C
    29.6 °
    29.6 °
    53 %
    1.6kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ