Wednesday, September 9, 2026
29.9 C
Odisha

    ରାଜସ୍ଥାନ ରୟାଲ୍ସ ପାଇଁ ବିଜୟ ଲକ୍ଷ୍ୟ ୧୮୦ ରନ୍

    ଆଗକୁ ପଢନ୍ତୁ

    ଜୟପୁର: ଆଇପିଏଲ ୨୦୨୪ର ୩୮ତମ ମ୍ୟାଚ୍ ସୋମବାର ରାଜସ୍ଥାନ ରୟାଲ୍ସ(ଆରଆର) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ମଧ୍ୟରେ ଖେଳାଯାଉଛି। ରାଜସ୍ଥାନର ଜୟପୁରର ସୱାଇ ମାନସିଂ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ରାଜସ୍ଥାନ ରୟାଲ୍ସ ଅଧିନାୟକ ସଞ୍ଜୁ ସାମସନଙ୍କ ନେତୃତ୍ବରେ ବୋଲିଂ ଆରମ୍ଭ କରିଥିଲା।
    ମୁମ୍ବାଇ ଇଣ୍ଡିଆନ୍ସ ଧାର୍ଯ୍ୟ ୨୦ ଓଭରରେ ୯ ୱିକେଟ ହରାଇ ୧୭୯ ରନ୍ କରିଛି। ଫଳରେ ରାଜସ୍ଥାନ ରୟାଲ୍ସ ପାଇଁ ବିଜୟ ଲକ୍ଷ୍ୟ ୧୮୦ ରନ୍ ରହିଛି।
    ମୁମ୍ବାଇ ଇଣ୍ଡିଆନ୍ସ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ତିଲକ ବର୍ମା ୬୫ ରନ୍ କରିଥିବାବେଳେ ମହମ୍ମଦ ନବୀ ୨୩ ରନ୍, ନେହାଲ ୱାଧେରା ୪୯ ରନ୍, ଟିମ୍ ଡେଭିଡ୍ ୩ ରନ୍ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    29.9 ° C
    29.9 °
    29.9 °
    71 %
    3.5kmh
    89 %
    Wed
    30 °
    Thu
    28 °
    Fri
    28 °
    Sat
    28 °
    Sun
    28 °

    ସମ୍ବନ୍ଧିତ