Monday, May 25, 2026
42 C
Odisha

    ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସ ଗିରଫ

    ଆଗକୁ ପଢନ୍ତୁ

    ବାଲେଶ୍ବର: ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗତକାଲି ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସଙ୍କ ଘରେ ଭିଜିଲାନ୍ସ ଚଢଉ କରିଥିଲା। ବାଲେଶ୍ବର ଜିଲ୍ଲା ଖନ୍ତାପଡ଼ାରେ ଥିବା ପୈତୃକ ଘର, ନୀଳଗିରି, ଅଙ୍ଗାରଗଡ଼ିଆରେ ଥିବା ତିନିମହଲା ଘର, ଶେରଗଡ଼ରେ ଥିବା ମାର୍କେଟ କଂପ୍ଲେକ୍ସ ଓ ବାଲେଶ୍ବରରେ ଥିବା କାର୍ଯ୍ୟାଳୟ ସମେତ ଏକକାଳୀନ ୬ଟି ସ୍ଥାନରେ ଚଢଉ କରିଥିଲା ଭିଜିଲାନ୍ସ ଟିମ୍।
    ଏହି ଚଢଉରେ ୨ ଜଣ ଅତିରିକ୍ତ ଏସପି, ୪ ଡିଏସପି, ୭ ଇନସ୍ପେକ୍ଟର ଓ ୫ ଜଣ ଏଏସଆଇ ଓ ଅନ୍ୟ କର୍ମଚାରୀମାନେ ସାମିଲ ହୋିଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    42 ° C
    42 °
    42 °
    22 %
    2.2kmh
    11 %
    Mon
    43 °
    Tue
    45 °
    Wed
    45 °
    Thu
    46 °
    Fri
    44 °

    ସମ୍ବନ୍ଧିତ