Monday, October 5, 2026
24.7 C
Odisha

    ୨୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ନାଉଗାଁ ବ୍ଲକ କନିଷ୍ଠ ଯନ୍ତ୍ରୀ

    ଆଗକୁ ପଢନ୍ତୁ

    ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକ କନିଷ୍ଠ ଯନ୍ତ୍ରୀ ସ୍ମୃତି ରଞ୍ଜନ ନାୟକ ୨୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରାପଡ଼ିଛନ୍ତି। ଏକ ଶ୍ମଶାନ କାମ ବିଲ୍ କରିବା ପାଇଁ ଠିକାଦାରଙ୍କ ଠାରୁ ସେ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ ସ୍ମୃତି ରଞ୍ଜନ ନାୟକ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.7 ° C
    24.7 °
    24.7 °
    80 %
    1.3kmh
    0 %
    Mon
    24 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ