Monday, January 12, 2026
19.8 C
Odisha

    ଆୟ ବହିର୍ଭୁତ ସମ୍ପତ୍ତିଠୁଳ ଅଭିଯୋଗରେ ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଚଢ଼ାଉ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଭୁବନେଶ୍ୱର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଚଢ଼ାଉ । ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ମୁଖ୍ୟ ଯୋଗାଣ ଅଧିକାରୀ ପ୍ରଶାନ୍ତ ଗନ୍ତାୟତଙ୍କ ସରକାରୀ ବାସଭବନ, ଘର ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛି । ଭୁବନେଶ୍ୱର ଓ ଗଂଜାମରେ ଏକକାଳୀନ ଚଢ଼ାଉ ଜାରି ରହିଛି । ଭୁବନେଶ୍ୱର ସ୍ଥିତ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଚଢ଼ାଉ କରୁଛି ଭିଜିଲାନ୍ସ । ଭୁବନେଶ୍ୱରର ପାଣ୍ଡରା, ଚନ୍ଦ୍ରଶେଖରପୁର, ଲକ୍ଷ୍ମୀସାଗରରେ ଥିବା ଘର ଓ ବ୍ରହ୍ମପୁରର ପୈତୃକ ଘର ଓ ଭବାନୀପୁରରେ ଥିବା ଘରେ ରେଡ୍ ଚାଲିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.8 ° C
    19.8 °
    19.8 °
    28 %
    1.1kmh
    1 %
    Mon
    27 °
    Tue
    28 °
    Wed
    29 °
    Thu
    30 °
    Fri
    30 °

    ସମ୍ବନ୍ଧିତ