Friday, February 27, 2026
17.9 C
Odisha

    ସରକାରୀ ଟଙ୍କା ହଡ଼ପ ଅଭିଯୋଗ: ଭିଜିଲାନ୍ସ ଜାଲରେ ମତ୍ସ୍ୟ ସମ୍ପଦ ବିଭାଗ ଉପ ନିର୍ଦ୍ଦେଶକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ସରକାରୀ ଟଙ୍କା ହଡ଼ପ ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଲେ ମସ୍ୟ ସମ୍ପଦ ବିଭାଗ ଉପ ନିର୍ଦ୍ଦେଶକ। ୧ କୋଟି ୫ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ ଚାଲିଛି ଭିଜିଲାନ୍ସ ଚଢ଼ଉ। ଡେପୁଟି ଡ଼ାଇରେକ୍ଟର ବସନ୍ତ କୁମାର ଦାସଙ୍କ ପୁରୁଣା ଭୁବନେଶ୍ୱର ସ୍ଥିତ ଭଡାଘର, ପୁରୀ ତୋଟା ମହାବୀର ଲେନ ସ୍ଥିତ ଘର, ପୁରୀ ଜିଲ୍ଲା ଗୋରୁଳା ନିକଟ ଫାର୍ମହାଉସ, ଭଦ୍ରକ ଜିଲ୍ଲା ଗୋବିନ୍ଦପୁର ସ୍ଥିତ ପୈତୃକ ଘର, କଟକସ୍ଥିତ ଅଫିସରେ ଚଢ଼ଉ ଚାଲିଛି। ସରକାରୀ ଆକାଉଣ୍ଟରୁ ନିଜ ଆକାଉଣ୍ଟକୁ ଟଙ୍କା ଟ୍ରାନ୍ସଫର ନେଇ ଭିଜିଲାନ୍ସ ନିକଟରେ ପୂର୍ବରୁ ଥିବା ଅଭିଯୋଗ ଆଧାରରେ ଚଢ଼ଉ କରିଛି ଭିଜିଲାନ୍ସ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    17.9 ° C
    17.9 °
    17.9 °
    34 %
    1.5kmh
    5 %
    Fri
    33 °
    Sat
    35 °
    Sun
    37 °
    Mon
    37 °
    Tue
    38 °

    ସମ୍ବନ୍ଧିତ