Sunday, March 22, 2026
28.1 C
Odisha

    କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରର ଅଧୀକ୍ଷକ ସତ୍ୟପ୍ରକାଶ ସ୍ୱାଇଁଙ୍କ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

    ଆଗକୁ ପଢନ୍ତୁ

    କେନ୍ଦୁଝର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରର ଅଧୀକ୍ଷକ ସତ୍ୟପ୍ରକାଶ ସ୍ୱାଇଁଙ୍କ କେନ୍ଦୁଝର ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ। ଭୁବନେଶ୍ୱରରୁ ଏକ ଟିମ ସହ କେନ୍ଦୁଝର ଭିଜିଲାନ୍ସ ସହାୟତାରେ ଚଢ଼ାଉ ଜାରି ରହିଛି। ତାଙ୍କର କେନ୍ଦୁଝର ଅଫିସ୍ , ବାସଭବନ, ଭଦ୍ରକ ପୈତୃକ ବାସଭବନ, ଭୂବନେଶ୍ଵର ଲକ୍ଷ୍ମୀସାଗରସ୍ଥିତ ନିଜ ଘର ଓ ଶ୍ୱଶୁର ଘର ଜାଗମରା ଓ ନିଜ ଘର ମିଶି ୭ଟି ସ୍ଥାନରେ ଚଢାଉ ଚାଲିଛି। ଭିଜିଲାନ୍ସ ସୂତ୍ରରୁ ପ୍ରକାଶ ଯେ ଶ୍ରୀ ସ୍ୱାଇଁଙ୍କ ବିରୁଦ୍ଧରେ ଆୟବହିର୍ଭୂତ ସମ୍ପତ୍ତି ଠୁଳ ନେଇ ଏକ ମାମଲା ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ହୋଇଥିଲା। କୋର୍ଟଙ୍କ ନିର୍ଦ୍ଦେଶ ପରେ ଏହି ଚଢ଼ାଉ ଜାରି ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.1 ° C
    28.1 °
    28.1 °
    30 %
    1.7kmh
    66 %
    Sun
    33 °
    Mon
    34 °
    Tue
    37 °
    Wed
    38 °
    Thu
    40 °

    ସମ୍ବନ୍ଧିତ