Friday, October 16, 2026
22.3 C
Odisha

    ଭିଜିଲାନ୍ସ ଜାଲରେ ନୟାଗଡ଼ ଏମଭିଆଇ: ୭ଟି ସ୍ଥାନରେ ଏକକାଳୀନ ଚଢ଼ଉ

    ଆଗକୁ ପଢନ୍ତୁ

    ନୟାଗଡ଼: ଭିଜିଲାନ୍ସ ଜାଲରେ ନୟାଗଡ଼ ଏମଭିଆଇ ପଞ୍ଚାନନ ବେହେରା। ଆଜି ସକାଳୁ ତାଙ୍କ ଭୁବନେଶ୍ବରରେ ଥିବା ଭଡ଼ାଘର ସମେତ ୭ଟି ସ୍ଥାନରେ ଏକକାଳୀନ ଚଢ଼ଉ କରୁଛି ଭିଜିଲାନ୍ସ।ସୂଚନା ଅନୁଯାୟୀ, କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି ବାଲିଅପଦା ସ୍ଥିତ ଘର ସମେତ ୭ଟି ଜାଗାରେ ଚାଲିଛି ଚଢ଼ାଉ। ୫ଜଣିଆ ଟିମ୍ ଛାନଭିନ କରୁଥିବା ସୂଚନା ରହିଛି। ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ଉ ଜାରି ରହିଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    22.3 ° C
    22.3 °
    22.3 °
    98 %
    1.2kmh
    73 %
    Thu
    22 °
    Fri
    28 °
    Sat
    28 °
    Sun
    29 °
    Mon
    30 °

    ସମ୍ବନ୍ଧିତ